ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ବଡଗାଁଓରେ ବୁଧବାର ସେନା-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୨ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଅଧିକ ଆତଙ୍କବାଦୀ ଲୁଚିରହିଥିବା ସନ୍ଦେହରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!