www.samajalive.in
Wednesday, December 10, 2025
17.1 C
Bhubaneswar

ପୁଲିସ-ମାଓବାଦୀ ଗୁଳି ବିନିମୟ : ଜଣେ ଗିରଫ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡ଼ାରେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବାର ଖବର ମିଳିଛି। ଏଥିରେ ବହୁ ମାଓବାଦୀ ଆହତ ହୋଇଥିବା ଅନୁମାନ କରାଯାଉଛି। ଆହତ ମାଓବାଦୀଙ୍କ ମଧ୍ୟରୁ ଜଣକୁ ପୁଲିସ ଗିରଫ କରି କିରଣ୍ଡୁଲ ଡାକ୍ତରଖାନାରେ ଭର୍ତ୍ତି କରାଇଛି। ମରକାମିରାସ ଓ ସମଲୱାର ର ପାହାଡ଼ିଆ ଅଞ୍ଚଳରେ ଡିଆର୍‍ଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଏହି ଗୁଳି ବିନିମୟ ହୋଇଥିଲା। ଗିରଫ ହୋଇଥିବା ଆହତ ମାଓବାଦୀର ନାମ ଭୀମା ମଡ଼କାମୀ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories