www.samajalive.in
Saturday, December 6, 2025
15.1 C
Bhubaneswar

ଦୁଇ ହାର୍ଡକୋର୍‍ ମାଓବାଦୀଙ୍କୁ ଏନକାଉଣ୍ଟର

ସମାଜ ଡିଜିଟାଲ ଡେସ୍କ:  ଝାଡଖଣ୍ଡର ଲାତେହାରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ହାର୍ଡକୋର୍‍ ମାଓବାଦୀ । ଆହତ ଅବସ୍ଥାରେ ଆଉ ଜଣେ ମାଓବାଦୀକୁ କାବୁ କରିଛନ୍ତି ସୁରକ୍ଷାକର୍ମୀ । ସେମାନଙ୍କ ଠାରୁ ଗୋଟିଏ ରାଇଫଲ୍‍ ଜବତ କରାଯାଇ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ଦୁଇ ମାଓବାଦୀଙ୍କ ନାଁରେ ୧୫ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିଲା ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories