www.samajalive.in
Sunday, December 7, 2025
14.1 C
Bhubaneswar

ହରିୟାଣାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନୀ; ବିଧାୟକ ଦଳ ବୈଠକରେ ବାଜିଲା ମୋହର

ଚଣ୍ଡିଗଡ଼: ହରିୟାଣାରେ ପୁଣି ନାୟବ ସରକାର। ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ନାୟକ ସିଂହ ସୈନୀ। ବୁଧବାର ଚଣ୍ଡିଗଡ଼ରେ ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ନେତା ଭାବେ ନାୟବ ସିଂହ ସୈନୀ ନିର୍ବାଚିତ ହୋଇଛନ୍ତି। ପୂର୍ବରୁ ନାୟବ ସିଂହଙ୍କ ନାମ ମୁଖ୍ୟମନ୍ତ୍ରୀ ପାଇଁ ସବୁଠୁ ଆଗରେ ଥିବା ବେଳେ ବୁଧବାର ନାମ ଘୋଷଣା କରାଯାଇଛି। ବୈଠକରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଯୋଗ ଦେଇଥିଲେ। ଆସନ୍ତାକାଲି ଶପଥ ଗ୍ରହଣ କରିବେ ନାୟବ ସିଂହ।

- Advertisement -

#WATCH | Nayab Singh Saini chosen as the leader of Haryana BJP Legislative party; to take oath as Haryana CM for the second time tomorrow, October 17 pic.twitter.com/qnwAvr3DL1

— ANI (@ANI) October 16, 2024

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories