www.samajalive.in
Friday, December 5, 2025
26.1 C
Bhubaneswar

ଶିକ୍ଷକଙ୍କ ଘରେ ନିଆଁ: ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ସୂଚନା

ଲଡୁଗାଁ: ନୟାଗଡ ଜିଲ୍ଲା କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ରଣସାଇ ପାତ୍ର ଙ୍କ ଘରେ ଭଡା ରେ ରହୁଥିବା ଶିକ୍ଷକ ଆଲୋକ କୁମାର ମହାଳିକଙ୍କ ଘରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଯାଇଥିଲା। ଏଥିରେ ଘରେ ଥିବା ଟିଭି, ଫ୍ରିଜ, ଆଲମୀରା ସମେତ ଆସବାବପତ୍ର ଜଳି ପୋଡି ପାଉଁଶ ହୋଇଯାଇଛି। ଶିକ୍ଷକଙ୍କ ପତ୍ନୀ ଏବଂ ତାଙ୍କର ୪ ବର୍ଷର ଶିଶୁ କନ୍ୟା ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିଆଁ ଲାଗିବା ପରେ କୋକସରା ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ କୁ ଆୟତ୍ତ କରିଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡରେ ଶିକ୍ଷକଙ୍କ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ସେ ଅଭିଯୋଗ କରିଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories