www.samajalive.in
Friday, December 5, 2025
26.1 C
Bhubaneswar

ହମ୍ପସରେ ଭାରସାମ୍ୟ ହରାଇ ବାଇକ୍‌ରୁ ପଡି ବୃଦ୍ଧ ମୃତ

ଦଶପଲ୍ଲା: ନୟାଗଡ ଦଶପଲ୍ଲାରେ ଅଭାବନୀୟ ଘଟଣା ଘଟିଛି। ହମ୍ପସରେ ଭାରସାମ୍ୟ ହରାଇ ବାଇକ୍‌ରୁ ପଡି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ଗଣିଆ ଥାନା ପଣ୍ଡରାସିଂଗା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ବାଇକ୍ ଚାଳକ ଯୁବକ ଜଣକ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ଯୁବକ ଜଣଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories