www.samajalive.in
Saturday, December 6, 2025
19.1 C
Bhubaneswar

ଭିଜିଲାନ୍ସ ଜାଲରେ ନୟାଗଡ଼ ଏମଭିଆଇ: ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢ଼ଉ

ନୟାଗଡ଼: ନୟାଗଡ ଏମଭିଆଇ ପଞ୍ଚାନନ ବେହେରା ଭିଜିଲାନ୍ସ ଜାଲରେ ପଡିଛନ୍ତି । ମଙ୍ଗଳବାର ସକାଳୁ ଭିଜିଲାନ୍ସ ର ୫ ଜଣିଆ ଟିମ୍ ପଞ୍ଚାନନଙ୍କ ଘରେ ଚଢଉ ଜାରି ରଖିଛି ।  ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ରେଡ୍ କରୁଥିବା ସୂଚନା ମିଳିଛି। ଭୁବନେଶ୍ବରରେ ଥିବା ଭଡାଘର , ୩ଟି ପୈତୃକ ଘର , କଟକ ସାଲେପୁରରେ ଥିବା ପୈତୃକ ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଚଢାଉ କରାଯାଉଛି। ସେହିପରି ଖୋର୍ଦ୍ଧା ଜିଲ୍ଲା ଗୋବିନ୍ଦପୁର ଓ ଭୁବନେଶ୍ୱର ପାଣ୍ଡରାରେ ଥିବା ସଂପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍। ୬ଜଣ ଭିଜିଲାନ୍ସ ଡିଏସପି, ୩ଜଣ ଇନସପେକ୍ଟର, ୮ଜଣ ଏଏସଆଇ ଓ ଅନ୍ୟାନ୍ୟ କର୍ମଚାରୀ ଏହି ଚଢ଼ଉରେ ସାମିଲ ରହିଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories