www.samajalive.in
Saturday, December 6, 2025
23.1 C
Bhubaneswar

ରାଜଧାନୀରେ ବୋମାମାଡ଼

ଭୁବନେଶ୍ବର: ରାଜଧାନୀରେ ବୋମାମାଡ଼। ୟୁନିଟ ୮ କେଶରୀ ଏନକ୍ଲେଭ ଆପାର୍ଟମେଣ୍ଟରେ ବୋମାମାଡ଼ ଘଟିଥିବା ସୂଚନା ମିଳିଛି। ଏହି ବୋମାମାଡ଼ରେ କାହାର କିଛି କ୍ଷତି ହୋଇନାହିଁ। ବୋମାମାଡ ପରେ ଦୁର୍ବୁତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ନୟାପଲ୍ଲୀ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବୋମାମାଡ଼ର କାରଣ ସ୍ପଷ୍ଟ ହୋଇନାହିଁ ବୋଲି ପୁଲିସ ସୂଚନା ଦେଇଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories