www.samajalive.in
Saturday, December 6, 2025
14.1 C
Bhubaneswar

ଗିରଫ ହେବେ କିି ଅନୁଭବ ମହାନ୍ତି: ଜାରି ହେଲା ଏନବିଡବ୍ଲ୍ୟୁ

କଟକ: ଅଭିନେତା ଅନୁଭବ ମହାନ୍ତିଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି ହୋଇଛି। ପୁରୀଘାଟ ଥାନାରେ ବର୍ଷା ପ୍ରିୟଦର୍ଶିନୀ କରିଥିବା ଅଭିଯୋଗ ଆଧାରରେ ଏନବିଡବ୍ଲ୍ୟୁ ଜାରି କରିଛନ୍ତି ଜେଏମ୍‌‌ଏଫସି କୋର୍ଟ। ଆସନ୍ତା ୨୩ ତାରିଖ ସୁଦ୍ଧା ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଚାର୍ଜଫ୍ରେମ ପାଇଁ ହାଜର ନହେବାରୁ ଏନବିଡବ୍ଲ୍ୟୁ ଜାରି କଲେ ଜେଏମ୍‌‌ଏଫସି କୋର୍ଟ। ଚାର୍ଜଫ୍ରେମ୍‌‌ ପାଇଁ ହାଜର ନହୋଇ ବାରମ୍ବାର ସମୟ ମାଗୁଥିଲେ ଅନୁଭବ ମହାନ୍ତି। ଏନେଇ ସରକାରୀ ଓକିଲ ଆଫ୍ରୋଜ୍‌‌ ଅହମ୍ମଦ ସୂଚନା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories