ଗିରଫ ହେବେ କିି ଅନୁଭବ ମହାନ୍ତି: ଜାରି ହେଲା ଏନବିଡବ୍ଲ୍ୟୁ
କଟକ: ଅଭିନେତା ଅନୁଭବ ମହାନ୍ତିଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି ହୋଇଛି। ପୁରୀଘାଟ ଥାନାରେ ବର୍ଷା ପ୍ରିୟଦର୍ଶିନୀ କରିଥିବା ଅଭିଯୋଗ ଆଧାରରେ ଏନବିଡବ୍ଲ୍ୟୁ ଜାରି କରିଛନ୍ତି ଜେଏମ୍ଏଫସି କୋର୍ଟ। ଆସନ୍ତା ୨୩ ତାରିଖ ସୁଦ୍ଧା ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଚାର୍ଜଫ୍ରେମ ପାଇଁ ହାଜର ନହେବାରୁ ଏନବିଡବ୍ଲ୍ୟୁ ଜାରି କଲେ ଜେଏମ୍ଏଫସି କୋର୍ଟ। ଚାର୍ଜଫ୍ରେମ୍ ପାଇଁ ହାଜର ନହୋଇ ବାରମ୍ବାର ସମୟ ମାଗୁଥିଲେ ଅନୁଭବ ମହାନ୍ତି। ଏନେଇ ସରକାରୀ ଓକିଲ ଆଫ୍ରୋଜ୍ ଅହମ୍ମଦ ସୂଚନା ଦେଇଛନ୍ତି।
Copy and paste this URL into your WordPress site to embed
Copy and paste this code into your site to embed