www.samajalive.in
Tuesday, December 9, 2025
15.1 C
Bhubaneswar

ଏନସିପିର କାର୍ଯ୍ୟକାରୀ ସଭାପତି ପ୍ରଫୁଲ ପଟେଲ ଓ ସୁପ୍ରିୟା ସୁଲେ

ନୂଆଦିଲ୍ଲୀ : ବରିଷ୍ଠ ନେତା ପ୍ରଫୁଲ ପଟେଲ ଓ ସାଂସଦ ସୁପ୍ରିୟା ସୁଲେ ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି(ଏନସିପି)ର କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି ପାଇଛନ୍ତି ବୋଲି ଏନସିପିର ସଭାପତି ଶରଦ ପାୱାର ଘୋଷଣା କରିଛନ୍ତି। ଏନସିପି ଗଠନକୁ ଆଜି ୨୫ ବର୍ଷ ପୂରିଛି। ଦଳ ପ୍ରତିଷ୍ଠାର ୨୫ ବର୍ଷ ଉପଲକ୍ଷେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ୨୫ ବର୍ଷ ତଳେ ଅର୍ଥାତ ୧୯୯୯ରେ ଶରଦ ପାୱାର ଓ ପିଏ ସାଙ୍ଗମା ମିଳିତ ଭାବେ ଏନସିପି ଗଠନ କରିଥିଲେ। ତେବେ ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନିଆଯାଇଛି ବୋଲି ରିପୋର୍ଟରେ ପ୍ରକାଶ ପାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories