www.samajalive.in
Tuesday, December 9, 2025
26.1 C
Bhubaneswar

ଟେଣ୍ଟେଇରେ ୨ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ଲୋକଙ୍କ ରାସ୍ତା ରୋକ

ବାଲେଶ୍ୱର : ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ଗ୍ରାମରେ ଗତ ମାସ ୯ତାରିଖରେ ଦୁଇ ଜଣଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ଏକ ମାସ ହେଲେ ମଧ୍ୟ ସେମାନଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନଥିବାରୁ ଆଜି ଗ୍ରାମବାସୀ ମାନେ ରାସ୍ତା ରୋକ କରିଛନ୍ତି। ଘଟଣାର ରହସ୍ୟ ଉନ୍ମୋଚନ ପାଇଁ ସେମାନେ ସିବିଆଇ ତଦନ୍ତ ଦାବି କରିଛନ୍ତି। ଏହି କାରଣରୁ ଅନନ୍ତପୁର – ସୋର ରାସ୍ତାର ଅଇଁରି ଛକରେ ରାସ୍ତରୋକ କରିଥିଲେ। ଘଟଣା ସ୍ଥଳରେ ତହସିଲଦାର , ଏସଡ଼ିପିଓ ଓ ଆଇଆଇସି ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories