www.samajalive.in
Saturday, December 6, 2025
16.1 C
Bhubaneswar

କୂଳ ଲଂଘିଲା ସମୁଦ୍ର

ଏରସମା : ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ରାମତରା ସମୁଦ୍ର ବେଳାଭୂମିର ଉତ୍ତରପଡ଼ା ପଦ୍ମପୁର ଘେରି ନିକଟରେ ଘାଇ ସୃଷ୍ଟି ହେବା ସହ ସମୁଦ୍ର ଜୁଆର କ୍ରମଶଃ ଜନବସତି ମୁହାଁହୋଇଛି। ଫଳରେ ରାମତରା ଗ୍ରାମବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ପ୍ରକାଶଥାଉ କି, ଗତ ମଇ ୩୧ ଓ ଜୁଲାଇ ୨୩ ତାରିଖରେ ଶିଆଳିଠାରେ ମଧ୍ୟ ସମୁଦ୍ର ପ୍ରାୟ ୫ଶହ ମିଟର ପର୍ଯ୍ୟନ୍ତ କୂଳ ଲଂଘନ କରିଥିଲା। ସେତେବେଳେ ଏହାକୁ ନେଇ ପଦ୍ମପୁର ପଞ୍ଚାୟତ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories