www.samajalive.in
Wednesday, December 10, 2025
26.1 C
Bhubaneswar

ପ୍ୟାରିସ୍‌‌ ଅଲିମ୍ପିକ୍ସ ପୂର୍ବରୁ ଇତିହାସ ରଚିଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ: ପ୍ୟାରିସ୍‌‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହେବା ପୂର୍ବରୁ ଇତିହାସ ରଚିଛନ୍ତି ନୀରଜ ଚୋପ୍ରା। ଫିନଲ୍ୟାଣ୍ଡ ଟୁର୍କୁରେ ଆୟୋଜିତ ପାଭୋ ନୁର୍ମି କ୍ରୀଡାରେ ନୀରଜ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ତୃତୀୟ ପ୍ରୟାସରେ ନୀରଜ ୮୫.୯୭ ମିଟର ଜାଭଲିନ୍‌‌ ଫିଙ୍ଗି ଶୀର୍ଷରେ ରହିବା ସହ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଫିନଲ୍ୟାଣ୍ଡ ଟୋନି କେରେନନ୍‌‌ ୮୪.୧୯ ମିଟର ଫିଙ୍ଗ ଦ୍ୱିତୀୟ ସ୍ଥାନରେ ରହି ରୋପ୍ୟ ପଦକ ଏବଂ ଗତ ବର୍ଷର ବିଜେତା ଓଲିଭର୍‌‌ ହେଲାର୍ଣ୍ଡ ୮୩.୯୬ମିଟର ଫିଙ୍ଗି ତୃତୀୟ ସ୍ଥାନରେ ରହିଥିଲେ।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories