ନିଟ୍ ପରୀକ୍ଷା ବିବାଦରେ କେନ୍ଦ୍ର ଓ ଏନଟିଏକୁ କହିଲେ ସୁପ୍ରିମକୋର୍ଟ – ୦.୦୦୧% ଅବହେଳା ହେଲେ ମଧ୍ୟ ସମାଧାନ ଜରୁରୀ

ନିଡେସ୍କ: ଚଳିତ ବର୍ଷ ଜାତୀୟ ଯୋଗ୍ୟତା ସହ ପ୍ରବେଶିକା ପରୀକ୍ଷା (ସ୍ନାତକୋତ୍ତର) ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ଦର୍ଶାଇ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ)କୁ କହିଛନ୍ତି ଯେ ଯଦି କାହାର ୦.୦୦୧% ଅବହେଳା ହୁଏ, ତା’ହେଲେ ଏହାର ପୁଙ୍ଖାନୁପୁଙ୍ଖ ସମାଧାନ ହେବା ଦରକାର। ​ମାମଲାର ଶୁଣାଣି କରୁଥିବା ଦୁଇ ଜଣିଆ ଖଣ୍ଡପୀଠରେ ସାମିଲ ଜଷ୍ଟିସ୍ ଏସ୍ ଭି ଭଟ୍ଟି କହିଛନ୍ତି, ଏସବୁ ମାମଲାକୁ ପ୍ରତିକୂଳ ମାମଲା ଭାବେ ଗ୍ରହଣ କରାଯିବା ଉଚିତ ନୁହେଁ। … Continue reading ନିଟ୍ ପରୀକ୍ଷା ବିବାଦରେ କେନ୍ଦ୍ର ଓ ଏନଟିଏକୁ କହିଲେ ସୁପ୍ରିମକୋର୍ଟ – ୦.୦୦୧% ଅବହେଳା ହେଲେ ମଧ୍ୟ ସମାଧାନ ଜରୁରୀ