www.samajalive.in
Friday, December 5, 2025
27.1 C
Bhubaneswar

ନିଟ୍‍-ୟୁଜି ରେଜଲ୍ଟ ପ୍ରକାଶ: ମହେଶ କୁମାର ସର୍ବଭାରତୀୟ ଟପ୍ପର, ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର

ସମାଜ ଡିଜିଟାଲ ଡେସ୍କ: ପ୍ରକାଶ ପାଇଲା ନିଟ୍‍-ୟୁଜି ୨୦୨୫ ପରୀକ୍ଷା ଫଳ । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ରେଜଲ୍ଟ ପ୍ରକାଶ କରାଯାଇଛି । ରାଜସ୍ଥାନର ମହେଶ କୁମାର ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଛନ୍ତି । ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର ହୋଇଛନ୍ତି । ସର୍ବଭାରତୀୟ ରାଙ୍କରେ ୬୦ତମ ସ୍ଥାନରେ ରହିଛନ୍ତି ସ୍ନେହାଶିଷ । ମେ ୪ରେ ଗୋଟିଏ ସିଫ୍ଟରେ ୨୦ଲକ୍ଷ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ରେଜଲ୍ଟ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀମାନଙ୍କୁ ଇ-ମେଲ୍‍ରେ ସ୍କୋରକାର୍ଡ ଦେଖିବାକୁ ପରାମର୍ଶ ଦିଆଯାଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories