ନିଟ୍ ବିବାଦ – ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଡେସ୍କ: ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନିଟ୍ ପରୀକ୍ଷାର୍ଥୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ସଂସଦ ବାହାରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା କରି ସେ କହିଛନ୍ତି ଯେ ସରକାର ଏହି ପ୍ରସଙ୍ଗରେ ସମ୍ବେଦନଶୀଳ। ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ପ୍ରଧାନ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଗୃହରେ ଯେକୌଣସି ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ସେ କହିଛନ୍ତି। Related Posts ପୁଲି ଯାଞ୍ଚବେଳେ … Continue reading ନିଟ୍ ବିବାଦ – ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: କେନ୍ଦ୍ର ଶିକ୍ଷାମନ୍ତ୍ରୀ