www.samajalive.in
Sunday, December 7, 2025
23.1 C
Bhubaneswar

ବନ୍ଦ ହେବନି ‘ନିଟ୍’ ପରୀକ୍ଷା – କେନ୍ଦ୍ର ସରକାର

ଡେସ୍କ: ମେଡିକାଲ ପରୀକ୍ଷାକୁ ନେଇ ବିବାଦ ଲାଗି ରହିଥିବା ବେଳେ କେନ୍ଦ୍ର ସରକାର ଆଜି ସ୍ପଷ୍ଟ କରିଛନ୍ତି ଯେ ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା, ‘ନିଟ୍’କୁ ବନ୍ଦ କରି ରାଜ୍ୟସ୍ତରୀୟ ପ୍ରବେଶିକା ପରୀକ୍ଷା କରିବା ପାଇଁ କୌଣସି ପ୍ରସ୍ତାବ ନାହିଁ। ରାଜ୍ୟସଭାରେ ଏକ ଲିଖିତ ଉତ୍ତରରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଡ. ସୁକାନ୍ତ ମଜୁମଦାର ଏହି ସୂଚନା ଦେଇଛନ୍ତି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)ର ଜାତୀୟ ଯୋଗ୍ୟତା ପରୀକ୍ଷା (ନେଟ୍) ସମ୍ପର୍କରେ ସେ କହିଛନ୍ତି ଯେ ଚଳିତ ବର୍ଷ ଜୁନ୍ ମାସରେ ଅନୁଷ୍ଠିତ ପରୀକ୍ଷାକୁ ବାତିଲ କରାଯାଇଛି। ଏବେ ଏହି ପରୀକ୍ଷା ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ କମ୍ପ୍ୟୁଟର ଭିତ୍ତିକ ହେବ ବୋଲି ଶ୍ରୀ ମଜୁମଦାର କହିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories