www.samajalive.in
Sunday, December 7, 2025
23.1 C
Bhubaneswar

ନିଟ୍ ମାମଲା; ଜୁଲାଇ ୧୮ରେ ପରବର୍ତ୍ତୀ ଶୁଣାଣି..

ନୂଆଦିଲ୍ଲୀ: ନିଟ୍‌-ୟୁଜି ପ୍ରଶ୍ନପତ୍ର ପ୍ରଘଟ ମାମଲାର ଶୁଣାଣି ଗୁରୁବାର ସୁପ୍ରିମକୋର୍ଟରେ ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ମାମଲାର ଶୁଣାଣି କରିଥିବାବେଳେ ରାୟକୁ ସଂରକ୍ଷିତ ରଖିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଆସନ୍ତା ୧୮ ତାରିଖକୁ ଦିନ ଧାର୍ଯ୍ୟ କରିଛନ୍ତି। ଉକ୍ତ ଦିନ ଚୂଡ଼ାନ୍ତ ରାୟ ପ୍ରକାଶ କରାଯିବ।

ଆଶ୍ଚର୍ଯ୍ୟ କରିବ ଦେଖନ୍ତୁ ଭିଡିଓ ; ଗାଜର, ମୂଳା ଭଳି ଯୁବତୀ ଖାଇଲେ କଞ୍ଚା ସାପ..

- Advertisement -

ସୂଚନା ଯୋଗ୍ୟ, ପରୀକ୍ଷା ସମ୍ବନ୍ଧରେ ଏକ ବଡ ନିଷ୍ପତ୍ତି ନେଇ ସରକାର ୧୫୬୩ ଛାତ୍ରଛାତ୍ରୀଙ୍କୁ ଜୁନ୍ ୧୩ରେ ଦିଆଯାଇଥିବା ଗ୍ରେସ୍ ମାର୍କ ବାତିଲ କରି ଦେଇଥିଲେ। ଏହାସହ ୨ଟି ବିକଳ୍ପ ମଧ୍ୟ ଦେଇଥିଲେ । ପ୍ରଥମଟି କୌଣସି ଗ୍ରେସ ମାର୍କ ବିନା ଛାତ୍ରଛାତ୍ରୀ ନିଟ୍‌-ୟୁଜିର କାଉନସେଲିଙ୍ଗ୍‌ରେ ସାମିଲ ହେବେ । ନଚେତ୍ ପୁନଃ ପରୀକ୍ଷା ଦେବେ । ସେହି ସମୟରେ ଏନଟିଏ ଘୋଷଣା କରିଥିଲା ଯେ ଗ୍ରେସ୍ ମାର୍କ ଦିଆଯାଇଥିବା ଛାତ୍ରଛାତ୍ରୀମାନଙ୍କର ପୁନଃ ପରୀକ୍ଷା ଜୁନ୍ ୨୩ରେ ଅନୁଷ୍ଠିତ ହେବ।

ଆଜି ସୁପ୍ରିମକୋର୍ଟରେ ଶୁଣାଣି ପୂର୍ବରୁ ସତ୍ୟ ପାଠ ଦାଖଲ କରିଛନ୍ତି କେନ୍ଦ୍ର ସରକାର। ମେଡିକାଲ ପ୍ରବେଶିକା ପରୀକ୍ଷାକୁ ନେଇ ବିବାଦ ଦେଖାଦେବା ପରେ ସୁପ୍ରିମକୋର୍ଟରେ ମାମଲା ପହଞ୍ଚି ଥିଲା। ତେବେ ଜୁଲାଇ ୮ରେ ଏହାର ଶୁଣାଣି କରି ତଦନ୍ତକାରୀ ସଂସ୍ଥା ସିବିଆଇ, କେନ୍ଦ୍ର ସରକାର ଓ ଏନଟିଏକୁ ବୁଧବାର ସୁଦ୍ଧା ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ କହିଥିଲେ। ଗତ ସୋମବାର ଦିନ ଶୁଣାଣି କରି ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଏବଂ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସିକୁ ପ୍ରଶ୍ନପତ୍ର ପ୍ରଘଟର କାରଣ ଏବଂ ଦାଗୀ ପରୀକ୍ଷାର୍ଥୀଙ୍କୁ ଚିହ୍ନଟ କରିବା ଉପରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories