www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରକାଶ ପାଇଲା ନିଟ ପିଜି-୨୦୨୫ ପରୀକ୍ଷାଫଳ

NBEMS ବା ନ୍ୟାସନାଲ ବୋର୍ଡ ଅଫ୍ ଏକଜାମିନେସନ୍ ଇନ୍ ମେଡିକାଲ୍ ସାଇନ୍ସେସ   ମଙ୍ଗଳବାର  ନ୍ୟାସନାଲ ଏଲିଜିବିଲିଟି କମ୍  ଏଣ୍ଟ୍ରାନ୍ସ ଟେଷ୍ଟ ପୋଷ୍ଟଗ୍ରାଜୁଏଟ୍ (ନିଟ୍ ପିଜି ୨୦୨୫)ର ପରୀକ୍ଷା ଫଳ ଘୋଷଣା କରିଛି ।  ପରୀକ୍ଷା ଦେଇଥିବା ପ୍ରାର୍ଥୀମାନେ ଏବେ NBEMSର ଅଫିସିଆଲ୍ ୱେବସାଇଟ୍  natboard.edu.in ଲଗ୍ ଇନ୍ କରି ରେଜଲ୍ଟ ଦେଖି ପାରିବେ ତଥା ଡାଉନଲୋଡ୍ କରିପାରିବେ ।  ଏହା ସହିତ ପରୀକ୍ଷାର୍ଥୀ ନିଜ ମାର୍କ ସହ ରାଙ୍କ ଜାଣି ପାରିବେ ।

ଆପଣଙ୍କୁ ଏଠାରେ ସୂଚାଇ ଦେବାକୁ ଚାହୁଁ ଯେ ନିଟ୍-ପିଜି ୨୦୨୫ ଅଗଷ୍ଟ ୩ ତାରିଖରେ ଅନୁଷ୍ଠିତ ହୋଇଥିଲା  ।   ଚଳିତ ଥର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ପରୀକ୍ଷା ଗୋଟିଏ ଥରରେ ଆୟୋଜନ ହୋଇଥିଲା ।  ଏହି ଜାତୀୟ ସ୍ତରୀୟ ଏଣ୍ଟ୍ରାନ୍ସ ପରୀକ୍ଷା ଡାକ୍ତରୀ ସ୍ନାତକଙ୍କ ପାଇଁ MD, MS, DNB  ( ୬ ବର୍ଷିଆ ପାଠ୍ୟକ୍ରମ) ଏବଂ ପିଜି ଡିପ୍ଲୋମା ଭଳି ଶ୍ରେଷ୍ଠ ସ୍ନାତକୋତ୍ତର ଡାକ୍ତରୀ କାର୍ଯ୍ୟକ୍ରମଗୁଡ଼ିକରେ ପଢିବା ପାଇଁ ପ୍ରବେଶ ଦ୍ୱାର ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories