www.samajalive.in
Monday, December 8, 2025
20.1 C
Bhubaneswar

୧୯ରୁ ନିଟ୍‍ ପିଜି କାଉନସିଲିଂ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ: ଜାନୁଆରୀ ୧୯ ତାରିଖରୁ ନିଟ୍‍ ପିଜି କାଉନସିଲିଂ ପ୍ରକ୍ରିୟା ଆରମ୍ଭ ହେବ । ଏନେଇ ଟ୍ୱିଟ୍‍ ଜରିଆରେ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ । ଟ୍ୱିଟ କରି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ମେଡିକାଲ ଛାତ୍ରଛାତ୍ରୀଙ୍କ ବିଷୟରେ କିଛି ଲେଖିଥିବା ଦେଖିବାକୁ ମିଳିଛି । ନିଜର ଟ୍ୱିଟ୍‍ ଜରିଆରେ  କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ଛାତ୍ରଛାତ୍ରୀ ମାନଙ୍କୁ ଦେଶର ଭବିଷ୍ୟତ ବୋଲି କହିଛନ୍ତି । ତାହା ସହ ମୁଁ ଆଶା କରୁଛି ‘ସେବା ହେଉଛି ଧର୍ମ’ । ମୁଁ ସମସ୍ତ ଛାତ୍ରଛାତ୍ରୀଙ୍କ ସଫଳତା କାମନାକରୁଛି ବୋଲି ସେ କହିଛନ୍ତି ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories