www.samajalive.in
Tuesday, December 9, 2025
15.1 C
Bhubaneswar

ଗ୍ରେସ୍ ମାର୍କ ପାଇଥିବା ନିଟ୍-ୟୁଜି ଛାତ୍ରଛାତ୍ରୀଙ୍କ ପୁନଃ ପରୀକ୍ଷା ଆଜି

ଡେସ୍କ: ନିଟ୍-ୟୁଜି ୨୦୨୪ରେ ଗ୍ରେସ୍ ମାର୍କ ପାଇଥିବା ସମସ୍ତ ୧୫୬୩ ଜଣ ଛାତ୍ରଛାତ୍ରୀଙ୍କ ପୁନଃ ପରୀକ୍ଷା ଆଜି ଅନୁଷ୍ଠିତ ହେବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଚଳିତ ମାସ ପ୍ରାରମ୍ଭରେ ଜାରି କରିଥିବା ଏକ ବିଜ୍ଞପ୍ତିରେ କହିଥିଲା ଯେ ସେମାନେ ଖୁବ୍ ଶୀଘ୍ର ଏ ସଂକ୍ରାନ୍ତରେ ଏକ ବିଜ୍ଞପ୍ତି ଜାରି କରିବେ। ଏଜେନ୍ସିର ଉଚ୍ଚସ୍ତରୀୟ କମିଟିର ରିପୋର୍ଟ ଉପରେ ସୁପ୍ରିମକୋର୍ଟଙ୍କ ମତାମତ ଅନୁଯାୟୀ ପୁନଃ ପରୀକ୍ଷା ନିଷ୍ପତ୍ତି ନିଆଯାଇଛି, ଏହି ସମସ୍ତ ୧୫୬୩ ଜଣ ଛାତ୍ରଛାତ୍ରୀଙ୍କୁ ଦିଆଯାଇଥିବା ଗ୍ରେସ୍ ମାର୍କକୁ ବାତିଲ ବୋଲି ବିବେଚନା କରାଯିବ ବୋଲି ଏନଟିଏ କହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories