www.samajalive.in
Saturday, December 6, 2025
15.1 C
Bhubaneswar

ଖପ୍ରାଖୋଲରେ ଯୁବକ ସଂଘ ବିକାଶ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

ଖପ୍ରାଖୋଲ: ସ୍ଥାନୀୟ ପଞ୍ଚାୟତ ସମିତି ସଭା ଗୃହଠାରେ ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିର ଓ ଜୟତରୁଣ ଯୁବକ ସଂଘ ରେଙ୍ଗାଲଯୁରିର ମିଳିତ ଆନୁକୁଲ୍ୟରେ ଯୁବକ ସଂଘ ବିକାଶ ସମ୍ପର୍କିତ କର୍ମଶାଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିକାଶ ଚନ୍ଦ୍ର ତ୍ରିପାଠୀ ଅଧ୍ୟକ୍ଷତା କରିଥିବାବେଳେ ମୁଖ୍ୟ ଅତିଥି ରୁପେ ଗୋଷ୍ଠି ଉନ୍ନୟନ ଅଧିକାରୀ ତରଣୀ ସୁନା, ସମ୍ମାନିତ ଅତିଥି ରୁପେ ନେହେରୁ ଯୁବ କେନ୍ଦ୍ର ଜିଲା ସଂଯୋଜକ ଏମ ନରସିଂମ୍ଭା, ଜିଲା ସମ୍ବଳ କର୍ମୀ ଅଶୋକ କୁମାର ମେହେର, ସମାଜକର୍ମୀ ଗୋରେଖନାଥ ବରିହା, ଭୋଜରାଜ ବରିହା ପ୍ରମୁଖ ଯୋଗଦେଇ କେନ୍ଦ୍ରିୟ ଯୋଜନା ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ବିଭିନ୍ନ ଯୁବକ ସଂଘର କର୍ମକର୍ତା ଯୋଗଦେଇଥିବାବେଳେ ସ୍ୱେଚ୍ଛାସେବୀ ସନ୍ତୋଷ ଘିଭେଲା ଓ କୁନି ବରିହା ସହ ଯୋଗ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories