www.samajalive.in
Saturday, December 6, 2025
15.1 C
Bhubaneswar

ହିତାଧିକାରୀମାନଙ୍କୁ ଖାଦ୍ୟ ସୁରକ୍ଷା ଯୋଜନା କର୍ଡ ବଣ୍ଟନ

ନେମାଳ: ରବିବାର ନିଶ୍ଚିନ୍ତକୋଇଲି ବ୍ଲକ ସ୍ତରୀୟ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀମାନଙ୍କୁ କର୍ଡ ବଣ୍ଟନର ଶୁଭାରମ୍ଭ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ନିଶ୍ଚିନ୍ତକୋଇଲି ମଣ୍ଡଳ ଉନ୍ନୟନ ଅଧିକାରୀ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥିଭାବେ ମାନ୍ୟବର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ଆଇନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ ଜେନା ଯୋଗ ଦେଇ ୨୫୦୦ରୁ ଉର୍ଦ୍ଧ ହିତାଧିକାରୀଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ କର୍ଡ ବଣ୍ଟନ କରିଥିଲେ । ଏହି କାର୍ୟ୍ୟକ୍ରମରେ ପ୍ରାକ୍ତନ ସିସିବି ସଭାପତି ଅଶୋକ କୁମାର ଓଝା ,ବ୍ଲକ ପଞ୍ଚାୟତ ସମିତି ଅଧ୍ୟକ୍ଷ୍ୟା ସବିତା ଓଝା, ବ୍ଲକ ପଞ୍ଚାୟତ ସମିତି ଉପାଧ୍ୟକ୍ଷା ସବିତା ମହାନ୍ତି, ବ୍ଲକ ବିଜେଡି ସଭାପତି ରମାକାନ୍ତ ମହାନ୍ତି, ପ୍ରାକ୍ତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ଗିରିଶରଞ୍ଜନ ମହାପାତ୍ର, ପ୍ରାକ୍ତନ ଆତ୍ମା ସଭାପତି ଜ୍ୟୋତି ପ୍ରକାଶ ସ୍ବାଇଁ, ଜିଲ୍ଲା ପରିଷଦ ସଭ୍ୟା ସବିତା ସାମଲ, ଜିଲ୍ଲା ପରିଷଦ ସଭ୍ୟା ଗୀତାଞ୍ଜଳି ପଣ୍ଡା, ପ୍ରାକ୍ତନ ସରପଞ୍ଚ ନଗେନ୍ଦ୍ର ନାଥ ଷଡଙ୍ଗୀ, ସରପଞ୍ଚ ରବିନ୍ଦ୍ରନାଥ ତ୍ରିପାଠୀ,  ସମାଜସେବୀ ଅନିଲ କୁମାର ଭୂୟାଁ ପ୍ରମୁଖ ଯୋଗଦେଇ ଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories