www.samajalive.in
Monday, December 15, 2025
16.1 C
Bhubaneswar

ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ନେପାଳ ପ୍ରଧାନମନ୍ତ୍ରୀ ଖଡ୍ଗ ପ୍ରସାଦ ଶର୍ମା ଓଲି ତିନିଦିନିଆ ଗସ୍ତରେ ଆଜି ଭାରତରେ ପହଞ୍ଚିଛନ୍ତି । ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ ଭେଟିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମ ଥର ଭାରତ ଗସ୍ତରେ ଆସିଥିବା ଶ୍ରୀ ଓଲିଙ୍କ ସହିତ ତାଙ୍କ ସହିତ ପନôୀ ଆର ଏସ୍‌ ଓଲି ମଧ୍ୟ ଆସିଛନ୍ତି । ୯୦୦ ମେଗାୱାଟ୍‌ କ୍ଷମତାସମ୍ପନ୍ନ ଜଳବିଦୁ୍ୟତ ପ୍ରକଳ୍ପ ଅରୁନ ୩ର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଦୁଇ ଦେଶର ପ୍ରଧାନମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ୧.୫ ବିଲିୟନ୍‌ ଡଲାର ବ୍ୟୟବରାଦରେ ସତ୍‌ଲେଜ୍‌ ଜଳ ବିକାଶ ନିଗମ ଦ୍ୱାରା ଏହି ପ୍ରକଳ୍ପ ନିର୍ମାଣ ହେବାକୁ ଯାଉଛି ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories