www.samajalive.in
Saturday, December 6, 2025
16.1 C
Bhubaneswar

ଏଭରେଷ୍ଟ ଏବଂ ଏମଡିଏଚ ମସଲା ଉପରେ ନେପାଳରେ ଲାଗିଲା ପ୍ରତିବନ୍ଧକ

କାଠମାଣ୍ଡୁ: ସିଙ୍ଗାପୁର ଓ ହଂକଂ ପରେ ଏବେ ନେପାଳରେ ମଧ୍ୟ ଭାରତର ଦୁଇ ମସଲା ବ୍ରାଣ୍ଡ ଏଭରେଷ୍ଟ ଏବଂ ଏମଡିଏଚର ଆମଦାନୀ, ବ୍ୟବହାର ଏବଂ ବିକ୍ରୟ ଉପରେ ପ୍ରତିବନ୍ଧକ ଲାଗିଛି। ଏହି ମସଲାରେ କୀଟନାଶକ ଏଥିଲିନ ଅକ୍ସାଇଡ ଥିବା ଆଶଙ୍କା ମଧ୍ୟରେ ଏହି ନିଷ୍ପତ୍ତି ନେଇଛି ନେପାଳର ଖାଦ୍ୟ ପ୍ରଯୁକ୍ତିବିଦ୍ୟା ଏବଂ ଗୁଣବତ୍ତା ନିୟନ୍ତ୍ରଣ ବିଭାଗ। ଏହି ମସଲାଗୁଡ଼ିକରେ ଏଥିଲିନ୍‌ ଅକ୍ସାଇଡ୍‌ ଅଛି କି ନାହିଁ ସେ ନେଇ ପରୀକ୍ଷା ଚାଲିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories