www.samajalive.in
Sunday, December 7, 2025
26.1 C
Bhubaneswar

ନେପାଳ ଭୂକମ୍ପ ; ମୃତ୍ୟୁ ସଂଖ୍ୟା ୧୩୨କୁ ବୃଦ୍ଧି

କାଠମାଣ୍ଡୁ : ପଶ୍ଚିମ ନେପାଳରେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ମୃତ୍ୟୁ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ପୂର୍ବରୁ ୧୨୮ ଜଣଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ମିଳିଥିଲା। ବର୍ତ୍ତମାନ ଏହି ସଂଖ୍ୟା ୧୩୨କୁ ବୃଦ୍ଧି ପାଇଛି। ଏଥିସହ ହଜାର ହଜାର ଲୋକେ ଆହତ ହୋଇଛନ୍ତି। ଭୂକମ୍ପରେ ଅନେକ ଘର ନଷ୍ଟ ହୋଇଯାଇଛି। ନେପାଳର ଅଧିକାରୀମାନେ ନିଶ୍ଚିତ କରିଛନ୍ତି , ପଶ୍ଚିମ ରୁକୁମ୍ ରେ ୩୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜାଜରକୋର୍ଟରେ ୯୫ ଜଣଙ୍କର ମୃତ୍ୟୁ ହୋଇଛି। ଭୂକମ୍ପ ପରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ଭୂକମ୍ପ କ୍ଷତିଗ୍ରସ୍ତ ଅଞ୍ଚଳକୁ ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ ଗସ୍ତ କରି ପ୍ରଭାବିତ ଲୋକଙ୍କୁ ଭେଟିଛନ୍ତି। ଏଥିସହ ଭୂକମ୍ପ ଯୋଗୁଁ ଜୀବନ ଓ ସମ୍ପତ୍ତି ନଷ୍ଟ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories