www.samajalive.in
Monday, December 8, 2025
24.1 C
Bhubaneswar

ଭୂକମ୍ପରେ ଥରିଲା ନେପାଳ

କାଠମାଣ୍ଡୁ : ନେପାଳରେ ଶନିବାର ସକାଳେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ୪ଟାରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରେକର୍ଡ କରାଯାଇଛି। ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ଜୁମ୍‌ଲା ଜିଲାରେ ଭୂମି ଠାରୁ ୧୦ କିଲୋମିଟର ଗଭୀର ଥିଲା। ଏଥିରେ କୌଣସି ଧନଜୀବନ ହାନୀ ହୋଇନଥିବା ନେଇ ସୂଚନା ମିଳିଛି। ମାତ୍ର ବର୍ଷ ୨୦୨୩ରେ ନେପାଳରେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ୭୦ରୁ ଅଧିକ ଲୋକଙ୍କ ଜୀବନ ଚାଲିଯାଇଥିଲା।

ଅବପାତରେ ପରିଣତ ଲଘୁଚାପ ; ରବିବାର ସକାଳ ଯାଏଁ ଏହି ଜିଲାରେ ବର୍ଷିବ..

ଏହି ତାରିଖରେ ଜନ୍ମ ହୋଇଥିବା ଝିଅ ; ପିତା ଘର ସହ ଶାଶୁଘରକୁ କରନ୍ତି ଧନୀ, ରହିଥାଏ ମା’ଲକ୍ଷ୍ମୀଙ୍କ କୃପା, ହୁଅନ୍ତି ଭାଗ୍ୟଶାଳୀ..

- Advertisement -

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories