ଜଳୁଛି ନେପାଳ; ପ୍ରଧାନମନ୍ତ୍ରୀଙ୍କ ଘର ଜାଳି ଦେଲେ ବିକ୍ଷୋଭକାରୀ
କାଠମାଣ୍ଡୁ : ନେପାଳରେ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଲଗାଇବା ନିଷ୍ପତ୍ତି ବିରୋଧରେ ଆରମ୍ଭ ହୋଇଥିବା ବିକ୍ଷୋଭ ହିଂସାତ୍ମକ ହେବାରେ ଲାଗିଛି। ସୋମବାରଠାରୁ ଚାଲିଥିବା ଏହି ଆନ୍ଦୋଳନରେ ଏପର୍ଯ୍ୟନ୍ତ ୧୯ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଅନେକ ସହରରେ ପରିସ୍ଥିତି ନିୟନ୍ତ୍ରଣ ବାହାରେ ରହିଛି। ମଙ୍ଗଳବାର ଦିନ, ଜେନ୍-ଜି ପ୍ରଦର୍ଶନକାରୀମାନେ ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ବାସଭବନ, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଏବଂ ଅନେକ ମନ୍ତ୍ରୀଙ୍କ ଘରେ ଭଙ୍ଗାରୁଜା ଏବଂ ନିଆଁ ଲଗାଇ ଦେଇଛନ୍ତି। ପ୍ରଦର୍ଶନକାରୀମାନେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି, … Continue reading ଜଳୁଛି ନେପାଳ; ପ୍ରଧାନମନ୍ତ୍ରୀଙ୍କ ଘର ଜାଳି ଦେଲେ ବିକ୍ଷୋଭକାରୀ
Copy and paste this URL into your WordPress site to embed
Copy and paste this code into your site to embed