www.samajalive.in
Sunday, December 14, 2025
26.1 C
Bhubaneswar

ନେପାଳ ପର୍ଯ୍ୟଟନ ମନ୍ତ୍ରୀ ହେଲିକପ୍ଟର ଦୁର୍ଘଟଣାରେ ମୃତ

ନେପାଳ: ନେପାଳ ପର୍ଯ୍ୟଟନ ତଥା ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରବୀନ୍ଦ୍ର ଅଧିକାରୀ ଓ ଅନ୍ୟ ଛ’ଜଣଙ୍କର ବୁଧବାର ଏକ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ନେପାଳର ତାପ୍ଲେଜଙ୍ଗ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ବ୍ୟକ୍ତିଗତ ସହାୟକ ଯୁବରାଜ ଦହଲ ଅଛନ୍ତି। ସେହି ହେଲିକଫ୍ଟରରେ ୭ଜଣ ଯାତ୍ରା କରୁଥିଲେ ଓ ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ନେପାଳ ପୁଲିସ ମୁଖପାତ୍ର ଉତ୍ତମରାଜ ସୁବେଦୀ କହିଛନ୍ତି। ସେମାନେ ତେହେରାଥୁମ ଜିଲ୍ଲାର ଏକ ବିମାନ ଘାଟିର ପର୍ଯ୍ୟବେକ୍ଷଣ ପାଇଁ ଯାଇଥିବା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡିଛି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories