www.samajalive.in
Saturday, December 13, 2025
21.1 C
Bhubaneswar

ଲାଲକିଲ୍ଲାରେ ନେତାଜୀ ସଂଗ୍ରହାଳୟ ଉଦ୍‌ଘାଟନ କଲେ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଲାଲକିଲ୍ଲାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସଂଗ୍ରହାଳୟକୁ ଉଦ୍‌ଘାଟନ କରିଛନ୍ତି। ନେତାଜୀଙ୍କ ୧୨୨ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଏହି ସଂଗ୍ରହାଳୟକୁ ଉଦ୍‌ଘାଟନ କରିଛନ୍ତି। ଏହି ସଂଗ୍ରହାଳୟରେ ନେତାଜୀ ସୁଭାଷ ବୋଷ ଓ ଇଣ୍ଡିଆନ ନ୍ୟାସନାଲ ଆର୍ମି (ଆଇଏନଏ) ସମ୍ପର୍କିତ ବିଭିନ୍ନ କଳାକୃତି ରହିଛି। କଳାକୃତି ମଧ୍ୟରେ କାଠ ଚୌକି, ଖଣ୍ଡା ଯାହାକୁ ନେତାଜୀ ବ୍ୟବହାର କରୁଥିଲେ। ଏହା ସହିତ ଆଇଏନଏର ମେଡାଲ, ବ୍ୟାଚ ଓ ୟୁନିଫର୍ମ ରହିଛି। ପ୍ରଧାନମନ୍ତ୍ରୀ ଏହି ଅବସରରେ ଜାଲିଆନାୱାଲା ବାଗ ସଂଗ୍ରହାଳୟ ପରିଦର୍ଶନ କରିଥିଲେ।

Hot this week

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

Related Articles

Popular Categories