www.samajalive.in
Sunday, December 14, 2025
16.1 C
Bhubaneswar

ଭୁଲ୍‌‌ ଦିଗରେ ଦର୍ପଣ ରଖିଲେ ହେବ କି କି ସମସ୍ୟା..

ବାସ୍ତୁ ଶାସ୍ତ୍ର ଅନୁଯାୟୀ ସଭିଁଙ୍କୁ ଘରେ ଦର୍ପଣ ଲଗାଇବା ସମୟରେ ଦିଗ ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ଭୁଲ୍‌‌ ଦିଗରେ ଦର୍ପଣ ଲଗାଇ ଥିଲେ ତୁରନ୍ତ ଏହାର ସ୍ଥାନ ପରିବର୍ତ୍ତନ କରନ୍ତୁ। ଭୁଲ୍‌‌ ଦିଗରେ ଦର୍ପଣ ଲଗାଇବା ଦ୍ୱାରା ଜୀବନରେ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ।

ବାସ୍ତୁ ଅନୁଯାୟୀ, ଦର୍ପଣକୁ କଦାପି ପଶ୍ଚିମ କିମ୍ବା ଦକ୍ଷିଣ ଦିଗରେ କାନ୍ଥରେ ଲଗାନ୍ତୁ ନାହିଁ। ଏହି ଦିଗରେ ଦର୍ପଣ ଲଗାଇଥିଲେ ଏହା କଳହର କାରଣ ପାଲଟି ଥାଏ। ଘରେ କଳହ ଲାଗି ରହିଥାଏ। ପରିବାରରେ ଅଶାନ୍ତି ବୃଦ୍ଧି ପାଇଥାଏ।

- Advertisement -

ଏହି ଦିଗରେ ଦର୍ପଣ ଥିଲେ ଘରେ ନକରାତ୍ମକ ଶକ୍ତି ପ୍ରବେଶ କରିବା ସହ ଆର୍ଥିକ କ୍ଷେତ୍ରରେ ସମସ୍ୟା ଲାଗି ରହିଥାଏ।

ଘରେ ସର୍ବଦା ଦର୍ପଣ ପୂର୍ବ କିମ୍ବା ଉତ୍ତର ଦିଗରେ ଲଗାଇବା ଉଚିତ୍‌‌। ଏହାଦ୍ୱାରା ଘରେ ସକରାତ୍ମକ ଶକ୍ତି ପ୍ରବେଶ କରିବା ସହ ସୁଖସମୃଦ୍ଧି ବୃଦ୍ଧି ପାଇଥାଏ।

ଘରେ କଦାପି ଭଙ୍ଗାତୁଟା କାଚ କିମ୍ବା ଭଙ୍ଗା ଦର୍ପଣ ରଖନ୍ତୁ ନାହିଁ। ଏହାଦ୍ୱାରା ନକରାତ୍ମକ ଶକ୍ତି ପ୍ରବେଶ କରିଥାଏ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories