www.samajalive.in
Saturday, December 6, 2025
16.1 C
Bhubaneswar

ସୌମ୍ୟ ପଟ୍ଟନାୟକ ବିଜେଡି ଉପସଭାପତି ପଦରୁ ବିଦା

ଭୁବନେଶ୍ୱର : ବିଜେଡି ଉପସଭାପତି ପଦରୁ ମଙ୍ଗଳବାର ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ  ବିଦା କରାଯାଇଛି। ଉପସଭାପତି ପଦରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ବହିଷ୍କୃତ କରିଛନ୍ତି।

ଦଳ ବିରୋଧୀ ମନ୍ତବ୍ୟ ଦେବା ସହ ଗତ କିଛି ଦିନ ଧରି ସୌମ୍ୟ ପଟ୍ଟନାୟକ ନିଜର ଆଲେଖ୍ୟ ଓ ବକ୍ତବ୍ୟ ପାଇଁ ଚର୍ଚ୍ଚାରେ ଥିଲେ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories