www.samajalive.in
Tuesday, December 9, 2025
23.1 C
Bhubaneswar

ରାସ୍ତା କଡରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ଚାନ୍ଦବାଲି : ରାସ୍ତା କଡରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି ।  ଧାମରା ଥାନା କରଞ୍ଜମାଳ ପଞ୍ଚାୟତ ରାସ୍ତା କଡରୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଲୋକେ । ରାସ୍ତା କଡରେ ଏକ ଶିଶୁ ପଡିଥିବା ଲୋକେ ଦେଖିବାକୁ ପାଇଥିଲେ । ପରେ ଏହା ଏକ ନବଜାତ ଶିଶୁ କନ୍ୟା ଜଣାପଡିଥିଲା । ଉଦ୍ଧାର ପରେ ତୁରନ୍ତ ତାକୁ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ କିଏ ଏବଂ କାହିଁକି ଏହି ନବଜାତ ଶିଶୁକନ୍ୟାକୁ ରାସ୍ତା କଡରେ ଛାଡିଦେଇଯାଇଛି ସେନେଇ କିଛି ସୂଚନା ମିଳିନି । ଖବର ପାଇ ପୁଲିସ ଯାଞ୍ଚ ଆରମ୍ଭ କରିଛି ।

ସୁଭଦ୍ରା ଯୋଜନା ପାଇଁ ୧୦ହଜାର କୋଟି ବ୍ୟୟବରାଦ

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories