www.samajalive.in
Saturday, December 13, 2025
14.1 C
Bhubaneswar

ଗୋଷାଣୀ ନୂଆଗାଁ ଥାନାର ନୂତନ ଗୃହ ଉଦଘାଟିତ

ବ୍ରହ୍ମପୁର: ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ଗୋଷାଣୀ ନୂଆଗାଁ ଥାନାର ନୂତନ ଥାନା ଗୃହକୁ ଉଦଘାଟନ କରିଛନ୍ତି। ଶ୍ରୀ ଅଭୟ ଭଞ୍ଜବିହାର ଫାଣ୍ଡିର ନବନିର୍ମିତ ଗୃହକୁ ମଧ୍ୟ ଉଦଘାଟନ କରିଥିଲେ। ଏହି ଉପଲକ୍ଷେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ବ୍ରହ୍ମପୁର ପୁଲିସ ଅଧୀକ୍ଷକ ପିନାକ ମିଶ୍ର ଏବଂ ଅନ୍ୟ ବରିଷ୍ଠ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଉଦଘାଟିତ ହୋଇଥିବା ଏହି ନୂତନ ଥାନା ଗୃହରେ ସମସ୍ତ ସୁବିଧା ସୁଯୋଗ ଏବଂ ଅତ୍ୟାଧୁନିକ ବ୍ୟବସ୍ଥା ରହିଛି।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories