ମୋହନ ଚରଣ ମାଝୀ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ଚରଣ ମାଝୀ । କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ପରେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା କରାଯାଇଛି । ଏହି ଅବସରରେ ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଓ ଜୁଏଲ ଓରାମଙ୍କ ସହ ନବନିର୍ବାଚିତ ସାଂସଦମାନେ ବୈଠକରେ ଉପସ୍ଥିତ ଥିଲେ । ବୈଠକରେ ଦୁଇ କେନ୍ଦ୍ର ପର୍ଯ୍ୟବେକ୍ଷକ ରାଜନାଥ ସିଂହ, ଭୁପେନ୍ଦ୍ର ଯାଦବ … Continue reading ମୋହନ ଚରଣ ମାଝୀ ନୂଆ ମୁଖ୍ୟମନ୍ତ୍ରୀ