www.samajalive.in
Friday, December 5, 2025
27.1 C
Bhubaneswar

ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୨କୁ ବୃଦ୍ଧି

ଡେସ୍କ: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଫଳରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ଗତକାଲି ରାଜ୍ୟରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ ହେବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଥିଲା। ସଂକ୍ରମିତଙ୍କ ସ୍ୱାସ୍ଥବସ୍ଥା ଠିକ୍ ରହିଛି ଏବଂ ସେ ଘରେ ଚିକିତ୍ସିତ ହେଉଥିବା ଜଣାପଡିଛି।

୧୦ ଡିଗ୍ରୀ ତଳେ ୮ ସହର, କୋରାପୁଟ ସବୁଠୁ ଥଣ୍ଡା

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories