www.samajalive.in
Saturday, December 6, 2025
26.1 C
Bhubaneswar

ନିଟ୍‌ ପିଜି ପାଇଁ ନୂଆ ତାରିଖ ଘୋଷଣା

ନୂଆଦିଲ୍ଲୀ: ନିଟ୍‍ ପିଜି ୨୦୨୪ ପାଇଁ ଘୋଷଣା ହୋଇଛି ନୂଆ ତାରିଖ। ଅଗଷ୍ଟ ୧୧ରେ ଆୟୋଜିତ ହେବ ଏହି ପରୀକ୍ଷା। ନେସ୍‌ନାଲ୍‌ ବୋର୍ଡ ଅଫ୍‌ ଏକ୍‌ଜାମିନେସନ୍ସ ଇନ୍‌ ମେଡିକାଲ୍‌ ସାଇନ୍ସେସ୍‌(ଏନବିଇଏମଏସ) ପକ୍ଷରୁ ଶୁକ୍ରବାର ନିଟ୍‌ ପିଜିର ନୂଆ ପରୀକ୍ଷା ତାରିଖ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୧୧ ତାରିଖରେ ୨ଟି ସିଫ୍ଟରେ ହେବ ପରୀକ୍ଷା। ଏସଓପି ଏବଂ ପ୍ରୋ‌ଟୋକଲର ସମୀକ୍ଷା ପରେ ନିଟ୍‌ ପିଜି ପରୀକ୍ଷାର ନୂଆ ତାରିଖ ଘୋଷଣା ହୋଇଛି।

ସୂଚନାଯୋଗ୍ୟ, ନିଟ୍‌ ୟୁଜି ପରୀକ୍ଷାରେ ଅନିୟମିତତା ପରେ ଜୁନ ୨୩ରେ ଅନୁଷ୍ଠିତ ହେବାକୁ ଥିବା ନିଟ୍‌ ପିଜି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories