www.samajalive.in
Saturday, December 6, 2025
14.1 C
Bhubaneswar

ଫୁଟ୍‌ପାଥ୍‌ରେ ଶୋଇଥିବାବେଳେ ଚଢିଗଲା କାର୍: ୫ ଗୁରୁତର, ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ବସନ୍ତ ବିହାରରେ ଅଭାବନୀୟ ଘଟଣା ଘଟିଛି। ଫୁଟପାଥ୍ ରେ ଶୋଇଥିବାବେଳେ ୫ ଜଣଙ୍କ ଉପରେ କାର ଚଢି ଯାଇଛି। ବସନ୍ତ ବିହାରର ଶିବ କ୍ୟାମ୍ପ ସାମ୍ନାରେ ଥିବା ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ନିକଟରେ ଏହି ଅଘଟଣ ଘଟିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତ ଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛି। ଏହି ଘଟଣାରେ ଅଭିଯୁକ୍ତ ଡ୍ରାଇଭର ଉତ୍ସବ ଶେଖରଙ୍କୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories