www.samajalive.in
Saturday, December 6, 2025
14.1 C
Bhubaneswar

ଭିସୁଟ୍‌ରେ ଛାତ୍ରୀଙ୍କୁ ଓଢଣୀ ମନା

ସମ୍ବଲପୁର: ଭିସୁଟରେ ପ୍ରଥମଥର ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଫର୍ମ ଲାଗୁ ହୋଇଛି ।  ୨୦୨୫-୨୦୨୬ ବର୍ଷ ପାଇଁ ଆଡମିଶନ ନେଇଥିବା ସମସ୍ତ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ ।  ପୁଅଙ୍କ ପାଇଁ ଫର୍ମାଲ ପ୍ୟାଣ୍ଟ ଓ ସାର୍ଟ ରହିଥିବାବେଳେ ଝିଅଙ୍କ ପାଇଁ ସାଲଓ୍ବାର କମିଜ୍ ସହ ଓ୍ବେଷ୍ଟକୋଟ୍ ବାଧ୍ୟତାମୂଳକ ରହିଛି। ସୁରକ୍ଷା ଦୃଷ୍ଟିରୁ ଝିଅଙ୍କ ପାଇଁ ଦୁପଟ୍ଟା ବା ଓଢଣୀ ବାରଣ ରହିଛି । ପ୍ୟାଣ୍ଟ , ସାଲଓ୍ବାର ଓ ଓ୍ବେଷ୍ଟକୋଟର ରଙ୍ଗ ନେଭି ବ୍ଲୁ ଓ ସାର୍ଟର ରଙ୍ଗ ବ୍ଲୁ ରହିବ । ପିଜି ଓ ପିଏଚଡି ଛାତ୍ରଛାତ୍ରୀଙ୍କୁ ବାଦ୍ ଦିଆଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories