୯ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୯ଟି ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି। ପଞ୍ଜାବର ରାଜ୍ୟପାଳ ତଥା କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ପଦରୁ ବନୱାରୀଲାଲ ପୁରୋହିତଙ୍କ ଇସ୍ତଫାକୁ ମଧ୍ୟ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରୁ ପ୍ରକାଶିତ ପ୍ରେସ ବିଜ୍ଞପ୍ତି ଅନୁଯାୟୀ, ହରିଭାଉ କିଷାନରାଓ ବାଗଡେଙ୍କୁ ରାଜସ୍ଥାନର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ସେହିପରି ଜିଷ୍ଣୁ ଦେବ ବର୍ମାଙ୍କୁ ତେଲେଙ୍ଗାନାର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଓମ୍ ପ୍ରକାଶ ମାଥୁରଙ୍କୁ ସିକ୍କିମ, ସନ୍ତୋଷ … Continue reading ୯ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ