www.samajalive.in
Monday, December 15, 2025
24.1 C
Bhubaneswar

୧୩ଟି ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତ କଲେ ରାଷ୍ଟ୍ରପତି

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୧୩ଟି ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ନୂଆ ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ରାଷ୍ଟ୍ରପତି ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋସିଆରି ଓ ଲଦାଖ ଉପରାଜ୍ୟପାଳ ରାଧା କୃଷ୍ଣ ମାଥୁରଙ୍କ ଇସ୍ତଫା ଗ୍ରହଣ କରିଛନ୍ତି।

ଲେପଟନାଣ୍ଟ ଜେନେରାଲ କୈବଲ୍ୟ ତ୍ରିବିକ୍ରମ ପରନାୟକଙ୍କୁ ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ନିଯୁକ୍ତ କରାଯାଇଥିବା ବେଳେ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟଙ୍କୁ ସିକିମ ଓ ସିପି ରାଧାକୃଷ୍ଣନଙ୍କୁ ଝାଡ଼ଖଣ୍ଡର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ସେହିପରି ପ୍ରତାପ ଶୁକ୍ଲାଙ୍କୁ ହିମାଚଳ ପ୍ରଦେଶ, ଗୁଲାବ ଚାନ୍ଦ କାଟେରିଆଙ୍କୁ ଆସାମ, ଜଷ୍ଟିସ ଏସ ଅବଦୁଲ ନଜିରଙ୍କୁ ଆନ୍ଧ୍ରପ୍ରଦେଶ, ବିଶ୍ୱ ଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼, ସୁଶ୍ରୀ ଅନୁଶୁୟା ଉଇକେଙ୍କୁ ମଣିପୁର, ଲା ଗଣେଷନଙ୍କୁ ନାଗାଲାଣ୍ଡ, ଫଗୁ ଚୌହାନଙ୍କୁ ମେଘାଳୟ, ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ବିହାର, ରମେଶ ବୈଷଙ୍କୁ ମହାରାଷ୍ଟ୍ର ଓ ବ୍ରିଗେଡିଅର ଡଃ ବି ଡ଼ି ମିଶ୍ରଙ୍କୁ ଲଦାଖ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories