www.samajalive.in
Wednesday, November 19, 2025
29.1 C
Bhubaneswar

ଆସାମରୁ ନନ୍ଦନକାନନକୁ ଆସିବେ ନୂଆ ଅତିଥି

ଭୁବନେଶ୍ୱର: ନନ୍ଦନକାନନକୁ ଆସିବେ ନୂଆ ଅତିଥି । ଆସାମ ଷ୍ଟେଟ ଜୁ ବଟାନିକାଲ ଗାର୍ଡେନ ସହିତ ପଶୁପକ୍ଷୀ ଅଦଳବଦଳ କରାଯିବ । ସେଣ୍ଟ୍ରାଲ ଜୁ ଅଥରିଟି ଏହାକୁ ଅନୁମୋଦନ କରିଛି । ୨ଟି ଗାଙ୍ଗେୟ ସଫ୍ଟସେଲ କଇଁଛ, ୨ଟି ଗ୍ରେଟ ହ୍ୱାଇଟ ପେଲିକାନ, ୨ଟି ହିମାଲୟନ ଶାଗୁଣା, ୨ଟି ବଡ ଆଡଜୁଟାଣ୍ଟ ଷ୍ଟର୍କ ନନ୍ଦନକାନନକୁ ଅଣାଯିବ । ପଶୁ ସଂଗ୍ରହରେ ୨ନୂଆ ପ୍ରଜାତି ସାମିଲ ହେବ । ବଦଳରେ ଆସାମକୁ ନନ୍ଦନକାନନ ଦେବ ୨ଟି ପେଣ୍ଟେଡ ଷ୍ଟର୍କ, ୧ଟି ମଣ୍ଡାରିନ ବତକ, ୨ଟି ସ୍ପଟ ବିଲ୍ଡ ପେଲିକାନ , ବ୍ଲାକ ବକ୍ , ୧୦ଟି ବ୍ୟାକ୍ ହେଡେଡ୍ ଇବିସ । ଏଥିପାଇଁ ଏକ ୫ ଜଣିଆ ଟିମ୍ ମଙ୍ଗଳବାର ଆସାମ ଯାଉଛନ୍ତି । ୨୧ ମାର୍ଚ୍ଚ ସୁଦ୍ଧା ସମସ୍ତ ପ୍ରାଣୀ ନନ୍ଦନକାନନରେ ପହଞ୍ଚିଯିବେ ।

Hot this week

ମାରି​ଦେଲା ଚିପ୍ସ ପ୍ୟାକେଟ୍ ଖେଳନା

ବାଲିଗୁଡ଼ା: ଏମିତି ବି ଆସେ ମୃତ୍ୟୁ। ବାଲିଗୁଡା ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ...

ଶୀତ ଦିନେ ଗୁଡ ଖାଇଲେ ମିଳିବ ଅନେକ ଫାଇଦା

ସମାଜ ଲାଇଭ ଡ଼େସ୍କ : ଶୀତଦିନ ଆସିବା ସହିତ ଗୁଡ଼ ବଜାରରେ...

ଯୁବତୀଙ୍କୁ ପ୍ରେମ ପ୍ରତାରଣା; ବନ୍ଧା ହେଲେ ଏୟାର ଫୋର୍ସର ଯବାନ

ଭୁବନେଶ୍ବର: ମହଙ୍ଗା ପଡିଲା ଲଭ୍‌, ସେକ୍ସ ଆଉ ଧୋକା। ଯୁବତୀଙ୍କ ସହ...

ବିଷାକ୍ତ ପାଉଁଶ ବୋଝଇ ଟ୍ରକ ଦୁର୍ଘଟଣାରେ ବାବାଙ୍କ ମୃତ୍ୟୁ

ରେଢ଼ାଖୋଲ: ୫୫ ନଂ ଜାତୀୟ ରାଜପଥ ରେଢ଼ାଖୋଲ ଡାକ୍ତରଖାନା ଛକ ନିକଟରେ...

ବଢୁଛି ଭାଇରାଲ ସଂକ୍ରମଣ: କଣ କରିବେ

ସମାଜ ଡିଜିଟାଲ ଡେସ୍କ: ଆମ ଚାରିପାଖରେ ଅନେକ ଲୋକଙ୍କୁ ଦେଖିଛେ ଯେଉଁମାନେ...

Related Articles

Popular Categories