www.samajalive.in
Monday, December 8, 2025
17.1 C
Bhubaneswar

ନୂଆ ବିଜେପି ସରକାର – ଶପଥ ନେବେ ୮ କ୍ୟାବିନେଟ ମନ୍ତ୍ରୀ, ୫ ରାଷ୍ଟ୍ରମନ୍ତ୍ରୀ

ଡେସ୍କ: ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବାକୁ ଯାଉଥିବା ବେଳେ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ହେବେ ଉପମୁଖ୍ୟମନ୍ତ୍ରୀ। ଏହି ଶପଥ ଗ୍ରହଣ ଉତ୍ସବରେ ୧୧ ଜଣ ବିଧାୟକ କ୍ୟାବିନେଟ ମନ୍ତ୍ରୀ ଓ ୫ ଜଣ ବିଧାୟକ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ।

ରାଜଭବନ ପକ୍ଷରୁ ପ୍ରକାଶ ପାଇଥିବା ମନ୍ତ୍ରୀ ତାଲିକା ଅନୁଯାୟୀ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ଗ୍ରହଣ କରିବେ। ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ସ୍ବାଇଁ ଶପଥ ନେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories