www.samajalive.in
Saturday, December 6, 2025
16.1 C
Bhubaneswar

ପୁଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଧାଂଶୁ ଷଡ଼ଙ୍ଗୀ

ଭୁବନେଶ୍ୱର : କଟକ-ଭୁବନେଶ୍ୱର କମିଶନରେଟ ପୁଲିସର କମିଶନର ଭାବେ ବରିଷ୍ଠ ଆଇପିଏସ୍ ଡ. ସୁଧାଂଶୁ ଷଡ଼ଙ୍ଗୀ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସୂଚନା ଅନୁସାରେ, ଡ. ଷଡ଼ଙ୍ଗୀ ୧୯୯୦ ବ୍ୟାଚର ଆଇପିଏସ୍ ଅଫିସର । ସେ  ପୂର୍ବରୁ ମାଲକାନଗିରି, ସୁନ୍ଦରଗଡ଼, ବାଲେଶ୍ୱର ଏବଂ କେନ୍ଦୁଝର ଏସ୍‌ପି ଭାବେ କାର୍ଯ୍ୟ ତୁଲାଇଥିଲେ। ଏହା ସହ ଷ୍ଟେଟ୍ କ୍ରାଇମ ରେକର୍ଡ ବ୍ୟୁରୋର ନିର୍ଦ୍ଦେଶକ ମଧ୍ୟ ଥିଲେ । ଉଲ୍ଲେଖଯୋଗ୍ୟ, ପୂର୍ବରୁ ଏହି ଦାୟିତ୍ୱରେ ସତ୍ୟଜିତ ମହାନ୍ତି ଥିଲେ ।

 

- Advertisement -

 

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories