www.samajalive.in
Monday, December 8, 2025
24.1 C
Bhubaneswar

ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ଅଜୟ କୁମାର

ନୂଆଦିଲ୍ଲୀ: ଆଗକୁ ସାଧାରଣ ନିର୍ବାଚନ ଥିବାବେଳେ ତାହାକୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିରପେକ୍ଷୀରେ ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀ ଭାବେ ଡ.ଅଜୟ କୁମାରଙ୍କୁ ନିଯୁକ୍ତି ଦିଆଯାଇଛି। ଓଡ଼ିଶା ପ୍ରଭାରୀ ଥିବା ଚେଲା କୁମାରଙ୍କ ସ୍ଥାନ ଡ.ଅଜୟ କୁମାର ନେଇଛନ୍ତି। ଝାଡ଼ଖଣ୍ଡ ଜାମସେଦପୁରର ପୂର୍ବତନ ସାଂସଦ ଅଜୟ କୁମାରଙ୍କୁ ଓଡ଼ିଶା ସହ ତାମିଲନାଡୁ ଓ ପୁଡୁଚେରୀର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସେହିପରି ଚେଲା କୁମାର ହେଲେ ମେଘାଳୟ, ମିଜୋରାମ ଓ ଅରୁଣାଚଳ ପ୍ରଦେଶର ନୂଆ ପ୍ରଭାରୀ ଭାବେ ନିଯୁକ୍ତି ମିଳିଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories