www.samajalive.in
Monday, December 15, 2025
16.1 C
Bhubaneswar

୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିର ନୂଆ ରଣନୀତି : ୪ ରାଜ୍ୟରେ ନୂଆ ବିଜେପି ସଭାପତି ନିଯୁକ୍ତ

ନୂଆଦିଲ୍ଲୀ : ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ୪ଟି ରାଜ୍ୟରେ ଦଳର ନୂଆ ସଭାପତି ନିଯୁକ୍ତ କରିଛି ବିଜେପି। ପଞ୍ଜାବ, ତେଲେଙ୍ଗାନା, ଝାଡ଼ଖଣ୍ଡ ଓ ଆନ୍ଧ୍ରପ୍ରଦେଶରେ ଦଳ ନୂଆ ସଭାପତି ନିଯୁକ୍ତ କରିଥିବା ସୂଚନା ମିଳିଛି। ପଞ୍ଜାବ ବିଜେପି ସଭାପତି ଭାବେ ସୁନୀଲ ଜାଖର, କେନ୍ଦ୍ରମନ୍ତ୍ରୀ ଜି. କିଶନ ରେଡ୍ଡୀଙ୍କୁ ତେଲେଙ୍ଗାନା ବିଜେପିର ସଭାପତି ଏବଂ ବାବୁଲାଲ ମାରାଣ୍ଡିଙ୍କୁ ଝାଡ଼ଖଣ୍ଡ ବିଜେପିର ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ଏଭଳି ରଣନୀତି କରିଛି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories