www.samajalive.in
Saturday, December 6, 2025
26.1 C
Bhubaneswar

ବିଜେଡିର ୪ ନେତାଙ୍କୁ ନୂଆ ଦାୟିତ୍ଵ

ଭୁବନେଶ୍ୱର: ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଦଳର ୪ ନେତାଙ୍କୁ ନୂଆ ଦାୟିତ୍ଵ ଦେଇଛି ବିଜେଡି। ଭୁବନେଶ୍ଵର ସାଂଗଠନିକ ଜିଲାରେ ଭିନ୍ନ ଭିନ୍ନ ଦାୟିତ୍ଵରେ ୪ଜଣ କର୍ମକର୍ତ୍ତାଙ୍କୁ ନିଯୁକ୍ତ କରାଯାଇଛି। ଜିଲା ସଭାପତି ସୁଶାନ୍ତ କୁମାର ରାଉତ ଏନେଇ ସୂଚନା ଦେଇଛନ୍ତି।

- Advertisement -

ବଦ୍ରି ନାରାୟଣ ମିଶ୍ର ବିଜେଡି ଭୁବନେଶ୍ଵର ସାଂଗଠନିକ ଜିଲାର ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଥିବାବେଳେ ସଦାଶିବ ଜେନାଙ୍କୁ ଉପସଭାପତି ଦାୟିତ୍ଵ ଦିଆଯାଇଛି। ସେହିପରି ସୁଲେଖା ରଥ ଓ କାଳୀ ଚରଣ ସିଂହ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ ହୋଇଛନ୍ତି।

 

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories