www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ରଶିକ୍ଷଣ ପରେ ଉପଜିଲ୍ଲାପାଳ ହେଲେ ୬ ନବାଗତ ଆଇଏଏସ୍‌

ଭୁବନେଶ୍ଵର: ରାଜ୍ୟ ସରକାର ୬ ଜଣ ଓଡିଶା କ୍ୟାଡର ଆଇଏଏସ୍ ଅଫିସରଙ୍କୁ ନୂତନ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ଅକ୍ଷୟ ପିଲାଏଙ୍କୁ ବଣାଇ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ସେହିପରି  ପ୍ରହଲାଦ ନାରାୟଣ ଶର୍ମାଙ୍କୁ ଆଠଗଡ଼ ଉପଜିଲ୍ଲାପାଳ, ଅରୁଗୁଲା ସ୍ନେହାଙ୍କୁ ପଦମପୁର ଉପଜିଲ୍ଲାପାଳ, ଆକାଭରମ ସାସ୍ୟା ରେଡ୍ଡୀଙ୍କୁ ଜୟପୁର ଉପଜିଲ୍ଲାପାଳ, ସମୀର କୁମାର ଜେନାଙ୍କୁ ତାଳଚେର ଉପଜିଲ୍ଲାପାଳ ଓ ସୌମ୍ୟରଞ୍ଜନ ପ୍ରଧାନଙ୍କୁ ରାଇରଙ୍ଗପୁର ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories