www.samajalive.in
Sunday, December 7, 2025
23.1 C
Bhubaneswar

ଫ୍ରାନ୍ସରେ ବ୍ୟାପୁଛି କୋଭିଡ୍‌ର ନୂତନ ପ୍ରକରଣ

ପ୍ୟାରିସ୍‌ – ଫ୍ରାନ୍ସରେ ଏବେ କୋଭିଡ୍‌ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଆଲଫା ବିଟା ପରେ ଏବେ କୋଭିଡ୍‌ର ଭୂତାଣୁର ନୂତର ଭାରିଆଣ୍ଟ୍‌ ବା ପ୍ରକରଣ ବ୍ୟାପିଥିବା ଫ୍ରାନ୍ସର ସରକାର ସୂଚନା ଦେଇଛନ୍ତି । ଫ୍ରାନ୍ସରେ ଦୈନିକ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇଛି । ଗତ ଦୁଇ ମାସ ମଧ୍ୟରେ ସଂକ୍ରମଣ ସଂଖ୍ୟା ଶୀର୍ଷରେ ପହଞ୍ଚିଛି ।

ଏବେ ୯୫,୦୦୦ରୁ ଅଧିକ କୋଭିଡ୍‌ରେ ସଂକ୍ରମିତ ହୋଇଛନ୍ତି । ଫ୍ରାନ୍ସର ଭ୍ୟାକ୍ସିନେସନ୍‌ ମୁଖ୍ୟ ଆଲାନ୍‌ ଫିସ୍‌ଚର୍‌ ଏହି ସୂଚନା ଦେଇଛନ୍ତି । ଏବେ ସର୍ବସାଧାରଣ ସ୍ଥାନମାନଙ୍କରେ ମାସ୍କ ପିନ୍ଧିବା ପାଇଁ ନିୟମ ପ୍ରୟଣନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି ।

- Advertisement -

ଅନ୍ୟ ୟୁରୋପୀୟ ଦେଶମାନଙ୍କରେ ମଧ୍ୟ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏବେ ବାରତରେ ମଧ୍ୟ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଆଉ ଏକ ଛୋଟ ଲହର ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories